Add parallel Print Page Options

ଯୀଶୁଙ୍କୁ ଜାଣିଛନ୍ତି ବୋଲି କହିବାକୁ ପିତରଙ୍କ ଭୟ(A)

54 ସେମାନେ ଯୀଶୁଙ୍କ ବନ୍ଦୀ କରି ମହାଯାଜକଙ୍କ ଘର ଭିତରକୁ ନେଇଗଲେ। ପିତର ସେମାନଙ୍କ ପଛେ ପଛେ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନ ଥିଲେ।

Read full chapter