Add parallel Print Page Options

ସଦାପ୍ରଭୁ କୁହନ୍ତି, “ବର୍ତ୍ତମାନ ଦେଖ, କ’ଣ ସବୁ ଘଟୁଅଛି। ବିନା କାରଣରେ ମୋର ଲୋକମାନଙ୍କୁ ନିଆ ଯାଉଅଛି। ସେମାନଙ୍କ ଉପରେ ସେହି ଶାସକଗଣ ଗର୍ଜନ କରୁଛନ୍ତି ଓ ଆମ୍ଭର ନାମକୁ ଦିନସାରା ନିରନ୍ତର ନିନ୍ଦା କରୁଛନ୍ତି।”

Read full chapter